ଲଗାତର ଚତୁର୍ଥ ଦିନରେ ପୁଣି ବଢିଲା ପେଟ୍ରୋଲ ଏବଂ ଡିଜେଲ ଦର, ଜାଣନ୍ତୁ ଆଜି କେତେ ବଢିଲା

ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ସାଧାରଣ ଜନତାଙ୍କୁ ପୁଣି ମହଙ୍ଗାମାଡ । ଲଗାତର ଭାବେ ଚାରିି ଦିନ ହେବ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବାରେ ଲାଗିଛି । ସେହିପରି ପୁଣି ଆଜି ସରକାରୀ ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଘଟିଛି । ଆଜି ଡିଜେଲ ଦରରେ ୩୦ ରୁ ୩୩ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୫ ରୁ ୨୮ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।

ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୧.୨୭ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୧.୭୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୧.୪୧ ଟଙ୍କା ଏବଂ ଡିଜେଲ ୮୪.୫୭ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୯୭.୬୧ ଟଙ୍କା ଏବଂ ଡିଜେଲ ଦର ୮୮.୮୨ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୩.୧୫ ଟଙ୍କା ଏବଂ ଡିଜେଲ ୮୬.୬୫ ଟଙ୍କା ରହିଛି ।

ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।

ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।

Sort:  

Congratulations @mrzill2021-9! You received a personal badge!

Happy Hive Birthday! You are on the Hive blockchain for 2 years!

You can view your badges on your board and compare yourself to others in the Ranking

Check out our last posts:

Hive Power Up Day - December 1st 2024

Congratulations @mrzill2021-9! You received a personal badge!

Happy Hive Birthday! You are on the Hive blockchain for 3 years!

You can view your badges on your board and compare yourself to others in the Ranking

Check out our last posts:

Hive Power Up Day - December 1st 2024

Congratulations @mrzill2021-9! You received a personal badge!

Happy Hive Birthday! You are on the Hive blockchain for 1 year!

You can view your badges on your board and compare yourself to others in the Ranking

Check out our last posts:

Hive Power Up Day - December 1st 2024